ଚାଷୀ ପଞ୍ଜୀକରଣରେ ଓଡ଼ିଶା କଲା ସର୍ବକାଳୀନ ରେକର୍ଡ

୧୮ ଲକ୍ଷ ୫୦ ହଜାର ୯୮୩ ଚାଷୀ କରିଛନ୍ତି ପଞ୍ଜୀକରଣ

ଚାଷୀ ପଞ୍ଜୀକରଣରେ ଓଡ଼ିଶା କଲା ସର୍ବକାଳୀନ ରେକର୍ଡ । ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା । ଏବେ ସୁଦ୍ଧା ୧୮ ଲକ୍ଷ ୫୦ ହଜାର ୯୮୩ ଚାଷୀ କରିଛନ୍ତି ପଞ୍ଜୀକରଣ। ଗତବର୍ଷ ୧୭ ଲକ୍ଷ ୫୦ ହଜାର ୪୬୨ ଚାଷୀ ପଞ୍ଜୀକରଣ କରିଥିଲେ।ମିଡ୍‌ଲି ମ୍ୟାନ୍ ଫାଇଦା ନ ନେବାକୁ ଏ ବର୍ଷ E-KYC । ସମସ୍ୟା ଉପୁଜିବାରୁ ସେଲ୍‌ଫ ଡିକ୍ଲାରେସନ୍ ବ୍ୟବସ୍ଥା କରିଛୁ । ଯେଉଁଥି ପାଇଁ ଅଧିକ ଚାଷୀ ପଞ୍ଜୀକରଣ କରିଛନ୍ତି କହିଲେ ମନ୍ତ୍ରୀ ।