ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପରେ ଓଡ଼ିଶା ଟିମ୍‌ ଘୋଷଣା ହେବ: ମନମୋହନ ସାମଲ

ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପରେ ହେବ ଓଡ଼ିଶା ଟିମ୍‌

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପରେ ଓଡ଼ିଶା ଟିମ୍‌ ଘୋଷଣା ହେବ । ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏହା ହେଉଛି ଆମର ସାମ୍ବିଧାନିକ ବ୍ୟବସ୍ଥା ବୋଲି କହିଲେ । କେବେ କେନ୍ଦ୍ରୀୟ ସଭାପତି ନିର୍ବାଚନ ସରିବ ପ୍ରଶ୍ନରେ କହିଲେ ଡେଡ୍‌ଲାଇନ ନାହିଁ । ନିଗମ ଓ ବୋର୍ଡ ନେଇ ଆମେ ବସିଲା ପରେ ନିଷ୍ପତ୍ତି ନେବୁ ବୋଲି କହିଛନ୍ତି ମନମୋହନ ।