ଘୁଞ୍ଚିଲା ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣାରେ ଅଭିଯୁକ୍ତଙ୍କ ଜାମିନ ଆବେଦନ ଶୁଣାଣି

ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣା, ଘୁଞ୍ଚିଲା ଅଭିଯୁକ୍ତଙ୍କ ଜାମିନ ଆବେଦନ ଶୁଣାଣି

ଘୁଞ୍ଚିଲା ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣାରେ ଅଭିଯୁକ୍ତଙ୍କ ଜାମିନ ଆବେଦନ ଶୁଣାଣି । ହାଇକୋର୍ଟରେ ନଭେମ୍ବର ୪ରେ ହେବ ମାମଲାର ପରବର୍ତ୍ତୀ ଶୁଣାଣି । ମାମଲାରେ ବୋର୍ଡର ପୂର୍ବତନ ଉପସଭାପତି ନିହାର ମହାନ୍ତି ଏବଂ ଅନ୍ୟ ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଛି । ଶୁଣାଣି ପାଇଁ ମହଲତ ନେଇଛନ୍ତି ରାଜ୍ୟ ସରକାର । କ୍ରାଇମବ୍ରାଞ୍ଚ ପକ୍ଷରୁ ସରିଛି କେସ୍ ଡାଏରୀ ଦାଖଲ ।