ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଇଭିଏମ ଭଙ୍ଗାରୁଜା ମାମଲାରେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲାନି ଆଶ୍ୱସ୍ତି । ପ୍ରଶାନ୍ତଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଖୋର୍ଦ୍ଧା ଦ୍ୱିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟ । ପ୍ରଶାନ୍ତଙ୍କ ସପକ୍ଷରେ ଯୁକ୍ତି ବାଢ଼ିଥିଲେ ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଜଣ ଆଇନଜୀବୀ । କିନ୍ତୁ କୋର୍ଟ କହିଛନ୍ତି ସେଥିପାଇଁ କୋର୍ଟ ତାଙ୍କ ଜାମିନକୁ ନାମଞ୍ଜୁର କରିଥିବା କହିଛନ୍ତି । ପ୍ରଶାନ୍ତ ଜଗଦ୍ଦେବ ଜେଲରେ ଅସୁସ୍ଥ ହୋଇପଡ଼ିବା ପରେ ଏବେ ଏସସିବି ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଛି ବେଗୁନିଆ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନଂ ବୁଥରେ ଗଣ୍ଡଗୋଳ, ମାରପିଟ ଓ ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୋଲିସ ।