ପ୍ରିଜାଇଡିଂ ଅଫିସର୍ ସସ୍ପେଣ୍ଡ
ପ୍ରିଜାଇଡିଂ ଅଫିସର୍ ସସ୍ପେଣ୍ଡ। ପ୍ରେସମିଟ୍ରେ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । କୁଳିଆବନ୍ଧ ୩୬ ନଂ ବୁଥ୍ର ଧନଞ୍ଜୟ ମଲ୍ଲିକ ସସ୍ପେଣ୍ଡ ହୋଇଛନ୍ତି । ସସ୍ପେଣ୍ଡ ପରେ ବିଭାଗ ଦ୍ବାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ ।ଭୋଟ୍ର ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ।ଶାନ୍ତିଶୃଙ୍ଖଳାର ସହ ଭୋଟିଂ ଚାଲିଛି, ସିସିଟିଭିରେ ମନିଟର କରୁଛୁ । ଲୋକଙ୍କ ନିକଟରୁ ଏଯାବତ୍ କୌଣସି ଅଭିଯୋଗ ଆସିନି ।
