ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ । ଜୁନ ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଆସିବା ନେଇ PMO ପକ୍ଷରୁ ସୂଚନା ମିଳିଛି । ୧୨ ତାରିଖକୁ ମୋହନ ସରକାରଙ୍କୁ ପୁରୁଛି ବର୍ଷେ । ଏନେଇ ଜନତା ମଇଦାନରେ ହେବ ବର୍ଷପୂର୍ତ୍ତି କାର୍ଯ୍ୟକ୍ରମ ।   ରାଜ୍ୟରେ ପ୍ରଥମ କରି ବିଜେପି ସରକାର ଗଢିଥିବା ବେଳେ, ଏହାର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଯୋଗ ଦେଇପାରନ୍ତି ।