କମିବ କି ବିଧାୟକଙ୍କ ଦରମା ?

ବିଧାୟକଙ୍କ ଦରମା ବୃଦ୍ଧି ପୁନର୍ବିଚାର ପାଇଁ ପ୍ରସ୍ତାବ

କମିବ କି ବିଧାୟକଙ୍କ ଦରମା ? ବିଜେପି ବିଧାୟକ ଦଳ ବୈଠକରେ ବଡ଼ ନିଷ୍ପତ୍ତି । ବୈଠକରେ ବିଧାୟକଙ୍କ ଦରମା ବୃଦ୍ଧି ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଛନ୍ତି ବିଜେପି ବିଧାୟକ । ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ନିକଟରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବେ ନାହିଁ । ଏହି ଅର୍ଥକୁ ଓଡ଼ିଶାଙ୍କ ଗରିବ ଲୋକଙ୍କ ବିକାଶ କାର୍ଯ୍ୟରେ ଲଗାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ ।

Leave a Reply

Your email address will not be published. Required fields are marked *