କାଲି ବନ୍ଦ ରହିବ ଜନ ଅଭିଯୋଗ ଶୁଣାଣି

କାଲି ବନ୍ଦ ରହିବ ଜନ ଅଭିଯୋଗ ଶୁଣାଣି

ଆସନ୍ତା ଜାନୁଆରୀ ୧୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

Leave a Reply

Your email address will not be published. Required fields are marked *