୩୧ ରୁ ରତ୍ନଭଣ୍ଡାର ଗଣତି

୩୧ ରୁ ରତ୍ନଭଣ୍ଡାର ଗଣତି

ଆସନ୍ତା ୩୧ ଓ ୧ ତାରିଖରେ ହେବ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ବ୍ୟବସ୍ଥାବଳୀ ଅନୁଯାୟୀ ଗଣତି କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି କାର୍ଯ୍ୟରେ ସମସ୍ତ ସେବକ ଓ ଶ୍ରଦ୍ଧାଳୁଙ୍କ ସହଯୋଗ ଓ ସହାୟତା କାମନା କରାଯାଇଛି । ଗଣତି ସମୟରେ ରତ୍ନଭଣ୍ଡାରରେ ଥିବା ବିଭିନ୍ନ ମୂଲ୍ୟବାନ ସାମଗ୍ରୀର ହିସାବ ଓ ତଥ୍ୟ ଯାଞ୍ଚ କରାଯିବ। ପୂର୍ବରୁ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀର ସୁରକ୍ଷା ଏବଂ ରକ୍ଷଣାବେକ୍ଷଣକୁ ନେଇ ବିଭିନ୍ନ ସମୟରେ ପଦକ୍ଷେପ ନିଆଯାଇଛି।

Leave a Reply

Your email address will not be published. Required fields are marked *