‘ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳଭଣ୍ଡାର’
ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି । ଏହି ଶୀଳତଭଣ୍ଡାରଗୁଡିକ ପିପିପି ମୋଡରେ ନିର୍ମାଣ କରାଯିବ । ଯଦି ଆଉ ଶୀତଳଭଣ୍ଡାରର ଆବଶ୍ୟକତା ସରକାର ଅନୁଭବ କରନ୍ତି ତେବେ ପିପିପି ମୋଡରେ ହାଇବ୍ରିଡ କୋଲଡ ଷ୍ଟୋରେଜ ନିର୍ମାଣ ପାଇଁ ଯୋଜନା କରାଯିବ ବୋଲି କେ.ଭି ସିଂଦେଓ ସୂଚାନ ଦେଇଛନ୍ତି ।
