ସରୋଜ ବେହେରା ବିଏସ୍ଇର ନୂଆ ସମ୍ପାଦକ Posted on September 20, 2025September 20, 2025 ସରୋଜ ବେହେରା ବିଏସ୍ଇର ନୂଆ ସମ୍ପାଦକ BSE ସମ୍ପାଦକ ବଦଳିଛନ୍ତି। ସରୋଜ ବେହେରା ବିଏସ୍ଇର ନୂଆ ସମ୍ପାଦକ ହୋଇଛନ୍ତି। ST/SC ବିଭାଗ ଯୁଗ୍ମ ସଚିବ ଥିବା ସରୋଜଙ୍କୁ ବୋର୍ଡ ସମ୍ପାଦକ ଦାୟିତ୍ୱ ଦିଆଯାଇଛି। ସମ୍ପାଦକ ଦାୟିତ୍ୱରେ ଥିବା ସୋନିଆ ମିଶ୍ର ଅବକାରୀ ଅତିରିକ୍ତ କମିଶନର ହୋଇଛନ୍ତି।
ଓଡ଼ିଶା ଦୀଘାରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗ User 003 May 3, 2025 0 ଗଜପତିଙ୍କୁ ଚିଠି ଲେଖିଲେ ସୁଦର୍ଶନ ପଟ୍ଟନାୟକ ପଶ୍ଚିମବଙ୍ଗର ଦୀଘାରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ପ୍ରସିଦ୍ଧ ବାଲୁକା ଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ସୁଦର୍ଶନ ପଟ୍ଟନାୟକ (ପଦ୍ମଶ୍ରୀ) ଶ୍ରୀମନ୍ଦିର ପରିଚାଳନା […]
ଓଡ଼ିଶା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC User 003 August 21, 2025 0 ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC । ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର […]
ଓଡ଼ିଶା ବଳଙ୍ଗା ପୀଡ଼ିତାକୁ ନ୍ୟାୟ ଦାବିରେ ଆଜି ପୁରୀ ବନ୍ଦ User 003 August 7, 2025 1 ୬ ଘଣ୍ଟିଆ ପୁରୀ ବନ୍ଦ, ଟାୟାର୍ ଜାଳି ବିଜେଡିର ପ୍ରତିବାଦ ବଳଙ୍ଗା ପୀଡ଼ିତାକୁ ନ୍ୟାୟ ଦାବିରେ ଆଜି ପୁରୀ ବନ୍ଦ । ସକାଳ ୬ ଟାରୁ ଦିନ ୧୨ ଟା ଯାଏଁ ବନ୍ଦ ପାଳନ […]