ପୁଣି ସୋସିଆଲ ମିଡିଆରେ ବର୍ଷିଲେ ଶ୍ରୀମୟୀ ମିଶ୍ର

କର୍ମୀ ଅନାଇ ବସିଛନ୍ତି, ଦିଲ୍ଲୀରେ ଡିଲ୍‌ କରିଦେଲେ କହ୍ନେଇ

ପୁଣି ସୋସିଆଲ ମିଡିଆରେ ବର୍ଷିଲେ ନାରୀନେତ୍ରୀ ଶ୍ରୀମୟୀ ମିଶ୍ର। ପରୋକ୍ଷରେ ପାଣ୍ଡିଆନଙ୍କୁ ଶ୍ରୀମୟୀ ଟାର୍ଗେଟ କରିଛନ୍ତି। ଏପରିକି କହ୍ନେଇ, ସନ୍ନ୍ୟାସୀ କହି ପରୋକ୍ଷରେ ତାଚ୍ଛଲ୍ୟ କରିଛନ୍ତି। ଶ୍ରୀମୟୀ କହିଛନ୍ତି, କର୍ମୀ ଅନାଇ ବସିଛନ୍ତି, ଦିଲ୍ଲୀରେ ଡିଲ୍‌ କରିଦେଲେ କହ୍ନେଇ।ଦଳ ପାଇଁ ସନ୍ନ୍ୟାସୀ ଶୁଭଙ୍କର ନୁହେଁ, ଭାରି ଭୟଙ୍କର। ଜୟ ଢୋଲକିଆ ଭାଜପା ସାମିଲ ହେବା ଚର୍ଚ୍ଚା ମଧ୍ୟରେ ଶ୍ରୀମୟୀଙ୍କ ପୋଷ୍ଟ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି।