ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି କଲେ ରାଜ୍ୟ ସରକାର
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି। ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ନିଷ୍ପତ୍ତି। ଏକ୍ସରେ ପୋଷ୍ଟ କରି ସୂଚନା ଦେଲେ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ। ଓଡ଼ିଶା ପରିବାର, ଗୃହ ବିଭାଗ ଓ ଶ୍ରମ ନିର୍ଦ୍ଦେଶାଳୟ ପକ୍ଷରୁ ବୈଠକ । ବୈଦେଶିକ ମନ୍ତ୍ରାଳୟ-୮୦୦୪୬୩୪୨, ହ୍ବାଟ୍ସଆପ୍-୯୭୧୫୪୩୦୯୦୫୭୧ । ଓଡ଼ିଶା ପରିବାର ସ୍ବତନ୍ତ୍ର ଅଧିକାରୀ-୯୫୮୩୩୨୧୯୬୪ଙ୍କୁ ସମ୍ପର୍କ କରିପାରିବେ।
