କଂଗ୍ରେସରୁ ଇସ୍ତଫା ଦେଲେ ମହମ୍ମଦ ମୋକିମଙ୍କ ସମର୍ଥକ

କଂଗ୍ରେସରୁ ଇସ୍ତଫା ଦେଲେ ମହମ୍ମଦ ମୋକିମଙ୍କ ସମର୍ଥକ

କଂଗ୍ରେସରୁ ମହମ୍ମଦ ମୋକିମ୍‌ ସମର୍ଥକ ସମୂହ ଇସ୍ତଫା ଦେଇଛନ୍ତି। ମୋଟ ୪୧ ଜଣ କଂଗ୍ରେସ ନେତାଙ୍କ ସମୂହ ଇସ୍ତଫା ଦେଇଥିବା ସୂଚନା ମିଳିଛି। ପୂର୍ବତନ ପିସିସି ସମ୍ପାଦକ, ପୂର୍ବତନ ମୁଖପାତ୍ର, ପୂର୍ବତନ ବ୍ଲକ ସଭାପତିଙ୍କ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଅନ୍ୟପକ୍ଷେ, କିଛି ଯୁବ ଓ ଛାତ୍ର କର୍ମକର୍ତ୍ତା ମଧ୍ୟ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି।