ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି

ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି

ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି। ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ‘ଛତିଶା ନିଯୋଗ ସହ ଆଲୋଚନା ହୋଇଛି, ଖୁବଶୀଘ୍ର ସମୟ ସ୍ଥିର ହେବ’ଲ । ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ସୁଦ୍ଧା ଗଣତିମଣତି ପାଇଁ ଯୋଜନା କରୁଛୁ । ପରିଚାଳନା କମିଟି ଓ ମନ୍ଦିର ପ୍ରଶାସନକୁ ଦାୟିତ୍ବ ଦିଆଯାଇଛି । ଠାକୁରଙ୍କ ନୀତିକାନ୍ତି ଅନୁଯାୟୀ କେଉଁ ସମୟରେ କଲେ ଠିକ ହେବ ବିଚାର ହେବ। ଏସବୁ ବିଚାର କରି ତାରିଖ ଘୋଷଣା ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ

Leave a Reply

Your email address will not be published. Required fields are marked *