ବିରୋଧୀ କେବଳ ଅପପ୍ରଚାର କରୁଛନ୍ତି

୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ VB G RAM G ବିଲ୍‌ର ଲକ୍ଷ୍ୟ

VB G RAM G ବିଲ୍‌ର ଉପକାରିତା ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିରୋଧୀ କେବଳ ଅପପ୍ରଚାର କରୁଛନ୍ତି, ଆଉ କିଛି ନୁହେଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। VB G RAM G ବିଲ୍‌ର ଲକ୍ଷ୍ୟ ହେଉଛି ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ’ । ପୂର୍ବରୁ ଲାଗୁ ହେଉଥିବା ଯୋଜନା ଗରିବଙ୍କ ପାଖରେ ପହଞ୍ଚୁ ନଥିଲା’ । ୨୦୦୯ରେ ଏହି ଯୋଜନାରେ ମହାତ୍ମା ଗାନ୍ଧୀଙ୍କ ନାମ ଯୋଡ଼ା ଯାଇଥିଲା’ । ୨୦୦୯ ପରଠାରୁ ଯୋଜନା ନାଁ MGNREG ହୋଇଥିଲା । ମହାତ୍ମା ଗାନ୍ଧୀଙ୍କ ନାଁ ଯୋଡ଼ିଲେ ସିନା, କିନ୍ତୁ ସେପରି ସଫଳତା ମିଳିଲାନି’ । ସରକାର ଏହାକୁ ଗୁରୁତର ସହ ନେଇ VB G RAM G ଆଇନ ଆଣିଛନ୍ତି’ ।

Leave a Reply

Your email address will not be published. Required fields are marked *