ରାଜ୍ୟରେ ଆହୁରି ୪ଶହରୁ ୫ଶହ ରାଇସ୍ ମିଲ୍ର ଆବଶ୍ୟକତା ରହିଛି
ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି କହିଲେ । ଆହୁରି ୪ଶହରୁ ୫ଶହ ରାଇସ୍ ମିଲ୍ର ଆବଶ୍ୟକତା ରହିଛି । ଆମ ରାଜ୍ୟରେ ୧୪୦୦ ରାଇସ୍ ମିଲ୍ ରହିଛି’ । ମିଲ୍ ଖୋଲିଲେ ସରକାର ୫୦ ପ୍ରତିଶତ ସବ୍ସିଡି ଦେବେ’ । ରାଜ୍ୟରୁ ଉତ୍ପାଦିତ ଚାଉଳରୁ ୪୬ ଲକ୍ଷ ମେଟ୍ରିକ୍ ଟନ୍ ଯାଉଛି’ । ବଳକା ୧୨ରୁ ୧୫ ମେଟ୍ରିକ୍ ଟନ୍ ଚାଉଳ ଆମ ପାଖରେ ରହୁଛି’ । ନୂଆ ପଲିସି କରାଯିବ, ବଳକା ଚାଉଳକୁ ରପ୍ତାନୀ କରାଯିବ ।’
