ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ମାସ ବଢାଇଲେ ରାଜ୍ୟ ସରକାର

ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କଲେ ରାଜ୍ୟ ସରକାର । ନିର୍ବାଚନୀ ବର୍ଷରେ ବଢ଼ିଲା ରାଜ୍ୟ ମୁଖ୍ୟଶାସନ ସଚିବଙ୍କ କାର୍ଯ୍ୟକାଳ। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବଢ଼ାଇଛନ୍ତି ରାଜ୍ୟ ସରକାର। ୨୦୨୪ ଜୁନ୍ ୩୦ ପର୍ଯ୍ୟନ୍ତ ପ୍ରଦୀପଙ୍କ କାର୍ଯ୍ୟକାଳ ବଢ଼ାଯାଇଛି । ଆସନ୍ତା ୩୧ ତାରିଖରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିବାର ଥିଲା। ତେବେ ଏଯାଏଁ ସରକାର କାହା ନାଁ ଘୋଷଣା କରି ନ ଥିବାରୁ ବଢିିଥିଲା କଳ୍ପନାଜଳ୍ପନା । ଏବେ ଏହା ଉପରୁ ସସପେନ୍ସ ହଟାଇ ସରକାର ପ୍ରଦୀପଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢାଇ ଦେଇଛନ୍ତି ।