ଦୁଇଟି ପର୍ଯ୍ୟାୟରେ ହୋଇଥିଲା କୁକୁର ଗଣନା

ଭୁବନେଶ୍ବରରେ ଅଛନ୍ତି ୪୭ ହଜାର ବୁଲା କୁକୁର

ବିଏମସି ଅଞ୍ଚଳରେ ଅଛନ୍ତି ୪୭,୧୨୬ ବୁଲା କୁକୁର । ୨୩,୦୪୭ ଅଣ୍ଡିରା, ୧୫,୫୫୨ ମାଈ କୁକୁର ସହ ୧୧୨୪ଟି ଛୁଆ । ୪୦୬୮ ଅଣ୍ଡିରା କୁକୁର ଓ ୩୩୩୫ ମାଈ କୁକୁରଙ୍କୁ ବନ୍ଧ୍ୟାକରଣ କରାଯାଇଛି । ଭୁବନେଶ୍ବର ଜନସଂଖ୍ୟା ତୁଳନାରେ ବୁଲା କୁକୁରଙ୍କ ସଂଖ୍ୟା ୩.୬୨ ପ୍ରତିଶତ । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଦୁଇଟି ପର୍ଯ୍ୟାୟରେ ହୋଇଥିଲା ଗଣନା ।

Leave a Reply

Your email address will not be published. Required fields are marked *