ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ

ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ

ଏଣିକି ସୋମବାର କୌଣସି ସରକାରୀ ବୈଠକ ହେବନି । ଏନେଇ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ । ସୋମବାର କୌଣସି ବୈଠକ ନ ରଖି ଅଭିଯୋଗ ଶୁଣାଣିକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ । ପ୍ରତ୍ୟେକ ମାସର ୩ୟ ଶନିବାର ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା ପାଇଁ ନିର୍ଦ୍ଦେଶ ।

Leave a Reply

Your email address will not be published. Required fields are marked *