ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ବ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା
ଶ୍ରୀମନ୍ଦିରରେ ଧମକପୂର୍ଣ୍ଣ ପୋଷ୍ଚର । ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖାଅଛି । ଆତଙ୍କବାଦୀ ମନ୍ଦିର ଭଙ୍ଗିବେ ବୋଲି ଏହି ଲେଖାରେ ଉଲ୍ଲେଖ ରହିଛି। ମନ୍ଦିର ଭାଙ୍ଗିବେ ଆତଙ୍କବାଦୀ ବୋଲି ଦୁଇଟି ସ୍ଥାନରେ କଡା ଚେତାବନୀ ଦେଇ ହାତରେ କେହି ଲେଖିଥିବା ନଜରକୁ ଆସିଛି । ବାଲି ସାହି ପ୍ରବେଶ ପଥ ଠିକ୍ ଡାହାଣ ପଟେ ଥିବା ବୁଢ଼ୀ ମା ଠାକୁରାଣୀଙ୍କ କାନ୍ଥରେ କେହି ଦୃର୍ବୁତ୍ତ ଏଭଳି ଧମକପୂର୍ଣ୍ଣ ଲେଖା ଲେଖିଛି ।ଲାଗିଥିବା ଏକାଧିକ ଡେକୋରେଟିଭ୍ ଲାଇଟ୍ ମଧ୍ୟ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ।
