ଭାରତକୁ ଟ୍ରମ୍ପଙ୍କ ଚେତାବନୀ

ପୁଣି ଭାରତକୁ ଟାରିଫ୍ ଭୟ ଦେଖାଇଲେ ଡୋନାଲ୍ଡ ଟ୍ରମ୍ପ

ଭାରତକୁ ଟ୍ରମ୍ପଙ୍କ ଚେତାବନୀ । ପୁଣି ଭାରତକୁ ଟାରିଫ୍ ଭୟ ଦେଖାଇଲେ ଡୋନାଲ୍ଡ ଟ୍ରମ୍ପ । ଭାରତ ରୁଷ ତୈଳ କିଣିବା ନେଇ ଚେତାବନୀ ଦେଲେ ଆମେରିକା ରାଷ୍ଟ୍ରପତି । କହିଛନ୍ତି, ମୋଦି ଜଣେ ଭଲ ବ୍ୟକ୍ତି, କିନ୍ତୁ ସେ ଜାଣିଛନ୍ତି ମୁଁ ଖୁସି ନୁହେଁ । ମୋତେ ଖୁସି କରିବା ସବୁଠୁ ଗୁରୁତ୍ବପୂର୍ଣ୍ଣ । ସେମାନେ ବାଣିଜ୍ୟ କରନ୍ତୁ, ମୁଁ ସେମାନଙ୍କ ଉପରେ ଟାରିଫ୍ ବଢ଼ାଇବି ବୋଲି କହି ଧମକ ଦେଇଛନ୍ତି ଟ୍ରମ୍ପ ।

Leave a Reply

Your email address will not be published. Required fields are marked *