୨୭୦ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ବାରା ଗିରଫ: ମୁଖ୍ୟମନ୍ତ୍ରୀ
୨୭୦ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ବାରା ଗିରଫ । ଗତବର୍ଷ ଜୁନ୍ ୧୨ରୁ ଚଳିତ ବର୍ଷ ଡିସେମ୍ବର ୨୧ ଯାଏଁ ୨୭୦ ଗିରଫ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଲିଖିତ ଉତ୍ତର। ୩୧ ସରକାରୀ ଅଧିକାରୀଙ୍କ ଉପରେ ଏକାଧିକ ଥର କାର୍ଯ୍ୟାନୁଷ୍ଠାନ ହୋଇଛି। ‘ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି ୧୮୭ ସରକାରୀ କର୍ମଚାରୀ’। ଦଣ୍ଡିତ ପରେ ଚାକିରିରୁ ବରଖାସ୍ତ ହୋଇଛନ୍ତି ୩୪ ସରକାରୀ କର୍ମଚାରୀ’ । ୬୫ ସରକାରୀ କର୍ମଚାରୀଙ୍କ ପେନ୍ସନ୍ ବନ୍ଦ ହୋଇଛି’ ।
