ସାରା ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

ସାରା ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା। ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ସୃଷ୍ଟି ସମ୍ଭାବନା। ଆଜି ବିଭିନ୍ନ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଚେତାବନୀ। କାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ। ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ।