ଭୁବନେଶ୍ବରରୁ ଟ୍ରେନରେ ଗଞ୍ଜାମ ଯିବେ ରାଷ୍ଟ୍ରପତି

ବନ୍ୟା ପରିସ୍ଥିତି ସୁଧୁରିଛି

ନିଶା ମୁକ୍ତ ଯୁବ ଅଭିଯାନରେ ସାମିଲ ହେବେ ୧ କୋଟିରୁ ଅଧିକ ଯୁବକ

ଆଣ୍ଟି ପେପର ଲିକ୍ ବିଲକୁ ରାଷ୍ଟ୍ରପତିଙ୍କ ମୋହର

ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ମୀ ବସ୍‌ ବ୍ୟୟ ୪ ଶହ କୋଟି, ଆୟ ମାତ୍ର ୨୫ କୋଟି

ଭାରତ-ପାକିସ୍ତାନ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କଲେ ଟ୍ରମ୍ପ

ଆଇଏଏସ ସ୍ତରରେ ଅଦଳବଦଳ

କେନ୍ଦ୍ର ସରକାର ଓ ଗୁଜରାଟର ବିଜେପି ସରକାର ଉପରେ ବର୍ଷିଲେ ରାହୁଲ ଗାନ୍ଧୀ

ପିସିସି ସଭାପତିଙ୍କୁ କାଳିମାଡ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ପାକିସ୍ତାନ ସହ ଗୋଟେ ପରେ ଗୋଟେ ସମ୍ପର୍କ କାଟୁଛନ୍ତି ଭାରତ ସରକାର

ପାକିସ୍ତାନ ଉପରେ ଭାରତର ଡିଜିଟାଲ ଷ୍ଟ୍ରାଇକ୍ ପହଲଗାମ୍ ଆତଙ୍କୀ ହମଲା ପରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ପାକିସ୍ତାନ ସହ ଗୋଟେ ପରେ ଗୋଟେ ସମ୍ପର୍କ କାଟୁଛନ୍ତି ଭାରତ ସରକାର । […]

ପ୍ରଶାନ୍ତଙ୍କ ପତ୍ନୀଙ୍କୁ ମିଳିବ ସରକାରୀ ଚାକିରି , ପୁଅର ପାଠପଢା ଖର୍ଚ୍ଚ ବହନ କରିବେ ସରକାର

ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ମିଳିବ ୨୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ମିଳିବ ୨୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା । […]

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ

ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ ସମ୍ପନ୍ନ । ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ । ଶେଷକୃତ୍ୟରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହଜାର ହଜାର […]

ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ବୃଦ୍ଧି

ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ […]

ପାକିସ୍ତାନ ବିରୋଧରେ ଭାରତର ବଡ଼ ଆକ୍ସନ

୪୮ ଘଣ୍ଟାରେ ଭାରତ ଛାଡ଼ିବେ ପାକିସ୍ତାନ ନାଗରିକ ପାକିସ୍ତାନ ବିରୋଧରେ ଭାରତର ବଡ଼ ଆକ୍ସନ। ପାକିସ୍ତାନକୁ ଜବତ କରିବା ପାଇଁ କଠୋର ହେଲା ଭାରତ । CCS ବୈଠକ ଶେଷ ହେବା ପରେ ବୈଦେଶିକ […]

ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ଗଠନ ହେବ ୨୦ ନୂଆ ଏନଏସି ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି।  ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ […]

‘ପ୍ରତିଷ୍ଠା ହେବ ୫ ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ’

‘ପ୍ରତିଷ୍ଠା ହେବ ୫ ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ’ ରାଜ୍ୟରେ ୫ଟି ସ୍ଵତନ୍ତ୍ର ଫାଷ୍ଟଟ୍ରାକ  ମହିଳା  କୋର୍ଟ ପ୍ରତିଷ୍ଠା ହେବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ହାଇକୋର୍ଟଙ୍କ ସହ ଆଲୋଚନା ଆରମ୍ଭ ହୋଇଛି। କୋର୍ଟ […]

ଆତଙ୍କବାଦୀ ଆକ୍ରମଣ ପରେ ଜମ୍ମୁ-କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ

ଜମ୍ମୁ-କଶ୍ମୀର ଛାଡ଼ିଲେଣି ୩,୩୩୭ ପର୍ଯ୍ୟଟକ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଏକ ବଡ଼ ଖବର ଦେଇଛନ୍ତି। ଆକ୍ରମଣ […]

ଆଗାମୀ ୫ ବର୍ଷ ପାଇଁ ଇଏମଏଏସ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ରାଜ୍ୟ କ୍ୟାବିନେଟ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ପାଞ୍ଚ ବର୍ଷ ପାଇଁ ଅର୍ଥାତ୍ ୨୦୨୩-୨୪ ରୁ ୨୦୨୭-୨୮ ପର୍ଯ୍ୟନ୍ତ […]

କ୍ୟାବିନେଟରେ ୬ଟି ପ୍ରସ୍ତାବ ଉପରେ ମୋହର

୬ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ଅନୁମୋଦନ ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିଲା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ୬ଟି  ପ୍ରସ୍ତାବକୁ ମିଳିଲା ଅନୁମୋଦନ । ଓଡ଼ିଶା […]

ପ୍ରଧାନମନ୍ତ୍ରୀଙ୍କ ବାସଭନବରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ

ପହଲଗାମ୍ ହମ୍‌ଲା: ସନ୍ଧ୍ୟା ୬ଟାରେ ବସିବ ସିସିଏସ୍‌ ବୈଠକ ପହଲଗାମ୍ ହମ୍‌ଲା; ସନ୍ଧ୍ୟା ୬ଟାରେ ବସିବ ସିସିଏସ୍‌ ବୈଠକ । ପ୍ରଧାନମନ୍ତ୍ରୀଙ୍କ ବାସଭନବରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ । ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ୍ ବୈଠକ […]