୧୨ ଘଣ୍ଟିଆ ବନ୍ଦ ପାଳନକୁ ସମର୍ଥନ ୪ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ପାଳନ କରାଯାଉଛି। ଆଜି ଜିଲ୍ଲାର ଅଧିକାଂଶ ସ୍ଥାନରେ ବନ୍ଦର ପ୍ରଭାବ ପରିଲକ୍ଷିତ ହେଉଛି। […]