ଆଗାମୀ ତିନି ଦିନ ଯାଏଁ ସାରା ରାଜ୍ୟରେ ବର୍ଷା ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଆଗାମୀ ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ […]