ସେଫଟି ସମ୍ପର୍କିତ କାମ ପାଇଁ ବିଭିନ୍ନ ଟ୍ରେନ୍ ବାତିଲ । ଆଜି ଦେଶରେ ୨୮ ଟ୍ରେନକୁ ବାତିଲ କରିଛି ରେଳବାଇ । ସାନ୍ତ୍ରାଗାଚ୍ଛି-ପୁରୀ ଏକ୍ସପ୍ରେସ ବାତିଲ ହୋଇଛି । ସେହିପରି ଶାଲିମାର-ସମ୍ବଲପୁର, ହାଓ୍ବଡା-ଚେନ୍ନାଇ ମେଲ, […]