ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନର ଶିଳାନ୍ୟାସ । ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । […]