ସରିଲା ଅମଲା ସଂଘର ଆନ୍ଦୋଳନ । ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛି ଅମଲା ସଂଘ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଲୋଚନା ସଫଳ ହୋଇଥିବାବେଳେ ଆସନ୍ତା ସୋମବାରଠୁ କର୍ମଚାରୀମାନେ କାର୍ଯ୍ୟରେ […]