ଅନନ୍ତନାଗରେ ଏନକାଉଣ୍ଟର, ୩ ବରିଷ୍ଠ ସୁରକ୍ଷାକର୍ମୀ ସହିଦ୍ ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ । ଏଥିରେ ଭାରତୀୟ ସେନାର ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜମ୍ମୁ-କଶ୍ମୀର […]