ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ

କେଜ୍ରିୱାଲଙ୍କୁ ଜାମିନ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ମିଳିଲା ଜାମିନ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ। ଜୁନ୍ ୧ ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି। […]

କେଜ୍‌ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

୧୦୦ରୁ ୧୧୦୦ କୋଟି କେମିତି ହେଲା? : ସୁପ୍ରିମକୋର୍ଟ ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଇଡିଙ୍କୁ ଅନେକ […]

ଜେଲରେ ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କେଜ୍ରିୱାଲଙ୍କ ପାଇଁ ଜେଲରେ ସ୍ୱତନ୍ତ୍ର ମେଡିକାଲ ବୋର୍ଡ ଜେଲରେ ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା। ଅରବିନ୍ଦ କେଜ୍ରିୱାଲଙ୍କ ପାଇଁ ହେଲା ସ୍ୱତନ୍ତ୍ର ମେଡିକାଲ ବୋର୍ଡ, ଏମସର ୫ଜଣ ଡାକ୍ତର କରିବେ ସ୍ୱାସ୍ଥ୍ୟ ପରୀକ୍ଷା […]

ପୁଣି ନିରାଶ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ଜାମିନ ଆବେଦନ ଖାରଜ ସହ ଲାଗିଲା ଜରିମାନା ପୁଣି ନିରାଶ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଖାରଜ ହେଲା ଅନ୍ତରୀଣ ଜାମିନ୍ ଆବେଦନ । ଆବେଦନ ଖାରଜ କରିବା ସହ ଆବେଦନକାରୀଙ୍କ […]

ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାର କାର୍ଯ୍ୟରୁ ବହିଷ୍କୃତ

ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବହିଷ୍କୃତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାର କାର୍ଯ୍ୟରୁ ବହିଷ୍କୃତ। ସରକାରୀ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିଥିବା ଅଭିଯୋଗରେ ଭିଜିଲାନ୍ସ ଆଜି ତାଙ୍କୁ କାର୍ଯ୍ୟରୁ […]

ଇଡି ଗିରଫଦାରୀ ବିରୋଧରେ ସୁପ୍ରିମକୋର୍ଟରେ କେଜ୍ରିୱାଲଙ୍କ ଅପିଲ

ସୁପ୍ରିମକୋର୍ଟ ଗଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଛନ୍ଦି ହୋଇ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ପ୍ରଥମେ […]

କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଝଟକା

ଗିରଫଦାରୀ ବିରୋଧରେ କରାଯାଇଥିବା ଆବେଦନ ଖାରଜ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଝଟକା । ଇଡିର ଗିରଫଦାରୀ ବିରୋଧରେ କରାଯାଇଥିବା ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । ଜଷ୍ଟିସ୍ ସ୍ୱର୍ଣ୍ଣକାନ୍ତା ଶର୍ମା ଏହି ଆବେଦନକୁ […]

‘ଲୋକଙ୍କ ପାଇଁ କାମ କରୁଥିବା ମୁଖ୍ୟମନ୍ତ୍ରୀଙ୍କୁ ଜେଲରେ ଭର୍ତ୍ତି କରାଯାଇଛି’

‘ଷଡଯନ୍ତ୍ର କରି କେଜ୍ରିୱାଲଙ୍କୁ ଗିରଫ କରାଯାଇଛି’ ଜେଲରୁ ଜାମିନରୁ ମୁକୁଳିବା ପରେ ମୁହଁ ଖୋଲିଛନ୍ତି ଆପ୍ ସାଂସଦ ସଞ୍ଜୟ ସିଂ । ସାମ୍ବାଦିକ ସମ୍ମିଳନୀ କରି ସଞ୍ଜୟ କହିଛନ୍ତି, ଷଡଯନ୍ତ୍ର କରି କେଜ୍ରିୱାଲଙ୍କୁ ଗିରଫ […]

ବିଜେପିକୁ ଚେତାବନୀ ଦେଲେ ଆତିଶୀ ମାରଲେନା

କେଜ୍ରିୱାଲଙ୍କ ପାଇଁ ଅନଶନରେ ବସିବେ ଆପ୍ ନେତା ତିହାର ଜେଲରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏହାକୁ ବିରୋଧ କରି ଆମ୍ ଆଦମୀ ପାର୍ଟି ପକ୍ଷରୁ ଏପ୍ରିଲ ୭ ତାରିଖରେ ଦିଲ୍ଲୀର […]

ଜେଲରେ କେଜ୍ରିୱାଲଙ୍କ ୫ ଦାବି

ଜେଲ୍ ଗଲେ ଅରବିନ୍ଦ କେଜ୍ରିୱାଲ୍ ଜେଲ୍ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍। ରିମାଣ୍ଡ ସରିବା ପରେ ଆଜି ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟରେ ହାଜର କରିଥିଲା ଇଡି। ମାମଲା ଶୁଣାଣି ହେବା ପରେ […]

ଜେଲରୁ ନିର୍ବାଚନୀ ଇସ୍ତାହାର ପଠାଇଲେ ଅରବିନ୍ଦ କେଜ୍ରିୱାଲ

‘ସିଂହକୁ ବେଶୀ ଦିନ ବନ୍ଦ କରି ରଖି ହେବାନହିଁ’ ଦିଲ୍ଲୀର ରାମଲୀଳା ମଇଦାନରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ରାଲି ଚାଲିଛି । ଏହି ରାଲିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲ […]