ବିଦ୍ୟୁତକରଣ ନେଇ ବିଧାନସଭାରେ ଶକ୍ତି ମନ୍ତ୍ରୀଙ୍କ ଉତ୍ତର

‘ସେପ୍ଟେମ୍ବର ଶେଷ ସୁଦ୍ଧା ପ୍ରତି ଘରେ ବିଜୁଳି’ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଜୁଳି । ବିଦ୍ୟୁତକରଣ ହେଇନଥିବା ଘର ଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା […]

କଲେଜ ନିର୍ବାଚନ ପ୍ରସଙ୍ଗ ଉଠାଇ କଂଗ୍ରେସର ହୋହଲ୍ଲା

ଆରମ୍ଭରୁ ହଟ୍ଟଗୋଳ, ୧୧. ୪୧ ଯାଏଁ ଗୃହ ମୁଲତବି ବିଧାନସଭାରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇଥିଲା । ଆରମ୍ଭରୁ କଲେଜ ନିର୍ବାଚନ ପ୍ରସଙ୍ଗ ଉଠିଥିଲା । ବିରୋଧୀଙ୍କ ହଟ୍ଟେଗୋଳ ଯୋଗୁଁ ୧୧. […]

ବିଧାନସଭା ଅଧିବେଶନର ଅଷ୍ଟମ ଦିନ

ଗୃହରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗ ଉପରେ ହେବ ଆଲୋଚନା ସପ୍ତଦଶ ବିଧାନସଭା ଅଧିବେଶନର ଆଜି ହେଉଛି ଅଷ୍ଟମ ଦିନ । କୃଷି ଓ କୃଷକ ସଶକ୍ତି କରଣ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ,ଶକ୍ତି,ସମବାୟ, ମତ୍ସ୍ୟ […]

ହୋସ୍ ଉଡାଇଦେଲା ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ବୟାନ

ରାଜଧାନୀରେ ଶହ ଶହ ବେଆଇନ୍ ଆପାର୍ଟମେଣ୍ଟ ରାଜ୍ୟର ବିଭିନ୍ନ ସହରରେ ବେଆଇନ୍ ଭାବେ ଗଢି ଉଠିଛି ଶତାଧିକ ଆପାର୍ଟମେଣ୍ଟ । ସେଭିତରୁ କେବଳ ରାଜ୍ୟ ରାଜଧାନୀର ଛାତି ଉପରେ ଆଇନ ଉଲ୍ଲଂଘନ କରି ତିଆରି […]

ମୁଲତବି ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ବାଚସ୍ପତି

ମୁଲତବି ପ୍ରସ୍ତାବକୁ ବାଚସ୍ପତିଙ୍କ ଅଗ୍ରାହ୍ୟ ମୁଲତବି ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ବାଚସ୍ପତି । ରାଜ୍ୟରେ ଅହେତୁକ ଦରଦାମ୍ ବୃଦ୍ଧି ନେଇ ଗୃହରେ ମୁଲତବୀ ପ୍ରସ୍ତାବ ଆଣିଥିଲେ ବିରୋଧୀ । ଯାହାକୁ ଅଗ୍ରାହ୍ୟ କରିଛନ୍ତି ବାଚସ୍ପତି […]

ରାଜ୍ୟ ସରକାରଙ୍କୁ ଘେରିଲେ ନବୀନ

‘ଏଥର ବଜେଟ୍, ଗେମ ଚେଞ୍ଜର ନୁହେଁ ନେମ ଚେଞ୍ଜର’ ବଜେଟ୍ ଆଲୋଚନା ବେଳେ ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବଜେଟ ଆଲୋଚନା ସମୟରେ ବିଜେପି ସରକାରକୁ କଡା ଭାଷାରେ […]

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ଏହି ନୋଟିସକୁ ବାଚସ୍ପତି ଗ୍ରହଣ କରିବାପରେ ଆଲୋଚନା ହୋଇଛି । ଅଗ୍ନିବୀର ସଂରକ୍ଷଣ […]

ବଜେଟ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସିଲା ୨ଲକ୍ଷ ୬୫ ହଜାର କୋଟିର ବଜେଟ ନୂଆ ସରକାରର ପ୍ରଥମ ବଜେଟ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବଜେଟ ପରିମାଣ ୨ଲକ୍ଷ ୬୫ ହଜାର କୋଟି । ୨୦୨୩-୨୪ ତୁଳନାରେ […]

ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

‘ରାଜ୍ୟରେ ‘ନୂଆ ଶିକ୍ଷା ନୀତି’ ଓ ‘ଆୟୁଷ୍ମାନ ଭାରତ’ ଯୋଜନା କାର୍ଯ୍ୟକାରୀ ହେବ ‘ ଓଡ଼ିଆ ଭାଷାରେ ବିଭିନ୍ନ ପାଠ୍ୟକ୍ରମ ଉପଲବ୍ଧ କରାଇବା ଉଦ୍ଦେଶ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦ ଢ଼ାଂଚାରେ ରାଜ୍ୟରେ ନୂଆ ଶିକ୍ଷା […]

ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ

ଓଡ଼ିଶାର ମୁଣ୍ଡପିଛା ଆୟ ୧, ୬୧, ୪୩୭ ଟଙ୍କା ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୧, ୪୩୭ ଟଙ୍କାରେ ପହଞ୍ଚିଛି […]