୯ ଦିନରେ ୨୦୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ ସରିଲା କଟକର ଐତିହାସିକ ବାଲିଯାତ୍ରା । ଏଥର ବାଲିଯାତ୍ରାରେ ହୋଇଛି ରେକର୍ଡ ବ୍ୟବସାୟ। ୨୦୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ ହୋଇଥିବା ସୂଚନା । […]