ବ୍ୟାସନଗର ବିଜେଡି ପକ୍ଷରୁ ବ୍ୟାସନଗର ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ  ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଶୁଭ ଜନ୍ମଦିନ ଅବସରରେ ଏହି ଶିବିରର ଆୟୋଜନ […]