ୟେଦିୟୁରପ୍ପାଙ୍କ ନାମରେ ଅସଦାଚରଣ ମାମଲା କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ବିଏସ୍ ୟେଦିୟୁରପ୍ପାଙ୍କ ନାମରେ ପୋକ୍ସୋ ଆଇନ ଅଧିନରେ ମାମଲା ରୁଜୁ ହୋଇଛି । ୟେଦିୟୁରପ୍ପାଙ୍କ ନାମରେ ଜଣେ ନାବାଳିକା […]