ଖାଇକୁ ଖସିଲା ବସ, ୨୭ ମୃତ !

ଭାରସାମ୍ୟ ହରାଇ ଘାଟିରୁ  ଖସି ପଡିଲା ବସ୍। ଚାଲିଗଲା ୨୭ଟି ନିରୀହ ଜୀବନ। ଏଭଳି ଭୟଙ୍କର ତଥା ଲୋମହର୍ଷଣକାରୀଘଟଣା ଦେଖିବାକୁ ମିଳିଛି ମେକ୍ସିକୋର ଦକ୍ଷିଣପୂର୍ବ ରାଜ୍ୟ ଓଆକ୍ସାକାରେ । ଏଥିରେ ୨୭ ଜଣଙ୍କ ମୃତ୍ୟୁ […]

ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଦୁର୍ଘଟଣା

ବସ୍‌ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବଡ଼ ଦୁର୍ଘଟଣା । ସୂଚନା ଦେଲେ ବ୍ରହ୍ମପୁର ଏସପି ଶ୍ରବଣ ବିବେକ ଏମ । ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତନାଘନା । ପଚରାଉଚରା ପରେ OSRTC ବସ […]

ଲାଇସେନ୍ସ ନଥିବା ବସ୍ ରାତିରେ ଚାଲୁଥିଲା କେମିତି ?

ଗଞ୍ଜାମ ଦିଗପହଣ୍ଡି ବ୍ଲକ ଖେମୁଣ୍ଡି କଲେଜ ନିକଟରେ ଘଟିଥିବା ବସ୍‌ ଦୁର୍ଘଟଣାକୁ ନେଇ ଆସିଛି ତାଜୁବ କରିଦେବା ପରି ତଥ୍ୟ। ଦୁର୍ଘଟଣାଗ୍ରସ୍ତ ଦୁଇଟି ବସ୍ ମଧ୍ୟରୁ ଘରୋଇ ବସ୍‌ଟିକୁ ରାତିରେ ଚଳାଚଳ କରିବାକୁ ରାଜ୍ୟ […]

ମୃତକଙ୍କ ପରିବାରକୁ ମିଳିବ ୩ ଲକ୍ଷ ଟଙ୍କାର ସହାୟତା ରାଶି

ଦିଗପହଣ୍ଡି ଖେମୁଣ୍ଡି କଲେଜ ଛକ ନିକଟରେ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା […]

୨ ବସ୍ ମୁହାଁମୁହିଁ ଧକ୍କା, ୧୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ବସ୍ ମୁହାଁମୁହିଁ ଧକ୍କା । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିକଟରେ ସଡକ ଦୁର୍ଘଟଣା । OSRTC ବସ୍ ସହ ଯାତ୍ରୀବାହୀ ବସ୍ ଧକ୍କା ହୋଇଥିବା ସୂଚନା ମିଳିଛି […]