ମଦ ଦୁର୍ନୀତି ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟରୁ କେଜ୍ରିଓ୍ଵାଲଙ୍କୁ ଅନ୍ତରୀଣ ଜାମିନ

କେଜ୍ରିଓ୍ଵାଲଙ୍କୁ ଅନ୍ତରୀଣ ଜାମିନ ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଅନ୍ତରୀଣ ଜାମିନ । ଇଡି ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଆପ୍ ନେତା । ଜାମିନ ପ୍ରଦାନ […]

ପୁଣିଥରେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ

ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ପୁଣିଥରେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ହେମନ୍ତ ସୋରେନ। ଆଜି ସେ ରାଜ୍ୟର ୧୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗୁରୁବାର ଅପରାହ୍ନରେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନ […]

ହେମନ୍ତ ସୋରେନ ପୁଣିଥରେ ଧରିବେ ଝାଡଖଣ୍ଡର ମଙ୍ଗ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଚମ୍ପଇ ସୋରେନ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପଇ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ବୁଧବାର ସନ୍ଧ୍ୟାରେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ଚମ୍ପଇ […]

୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି […]

ମୁଖ୍ୟମନ୍ତ୍ରୀଙ୍କଠାରୁ କେତେ ପାୱାରଫୁଲ ଉପମୁଖ୍ୟମନ୍ତ୍ରୀ?

ଡେପୁଟି ସିଏମ ପଦ, କ’ଣ କହେ ସମ୍ବିଧାନ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ନୂଆ ସରକାର ଶପଥ ନେଇଛନ୍ତି। ଆନ୍ଧ୍ରପ୍ରଦେଶରେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶାସନ କମାଣ୍ଡ ଧରିଥିବାବେଳେ ଓଡ଼ିଶାରେ ୨୪ବର୍ଷରେ କ୍ଷମତାକୁ ଆସିଛି […]

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ସମନ

କେଜ୍ରିୱାଲଙ୍କୁ ପୁଣି ED ସମନ କେଜ୍ରିୱାଲଙ୍କୁ ପୁଣି ଥରେ ଇଡି ସମନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ଆବାହକ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୁଣି ଥରେ ସମନ୍ କରିଛି […]

କିଏ ହେବ ତେଲାଙ୍ଗାନା ସିଏମ୍

ରେବନ୍ତ ନୁହେଁ ଯଦି ତାହାଲେ କିଏ ? ତେଲେଙ୍ଗାନାରେ ବିଆରଏସକୁ ଗାଦିଚ୍ୟୁତ କରି ବିଜୟ ମୁକୁଟ ପିନ୍ଧିଛି କଂଗ୍ରେସ । ରେବନ୍ତ ରେଡ୍ଡିଙ୍କ ନେତୃତ୍ବରେ ଦଳ ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛି । କିନ୍ତୁ […]