ପତ୍ନୀହନ୍ତା ପୂର୍ବତନ ବିଧାୟକଙ୍କୁ ଆଜୀବନ ଜେଲ । ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ-୩ କୋର୍ଟ । ଆଜୀବନ କାରଦଣ୍ଡ ସହିତ 50ହଜାର ଜୋରିମାନା ଦଣ୍ଡରେ ଦଣ୍ଡିତ […]