ବର୍ଷା ପାଇଁ ଫିକା ପଡ଼ିବ ଦଶହରା ! ଏଥର ଦଶହରାରେ ଭିଜିବ ଓଡ଼ିଶା ! ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । […]