ଅସ୍ତ ହୋଇଗଲେ ସୂର୍ଯ୍ୟ ପରପାରିରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଆଜି ସନ୍ଧ୍ୟା 7.30 ମିନିଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି […]