କଂଗ୍ରେସ ଅଧ୍ୟକ୍ଷଙ୍କୁ ଭେଟିବା ପଡ଼ିଲା ମହଙ୍ଗା, ବିଦା ହେଲେ ଡିଜିପି ତେଲେଙ୍ଗାନାରେ ବିଆରଏସକୁ ହରାଇ କଂଗ୍ରେସ ସରକାର ଗଢିବାକୁ ଯାଉଛି । ଏହି ବିଜୟ ପରେ କଂଗ୍ରେସ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା […]