ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ

ରାଷ୍ଟ୍ରପତିଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମିଳିଛି ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ। ଫିଜିର ରାଷ୍ଟ୍ରପତି ରାତୁ ୱିଲିୟମ ମିଆଭାଲିଲି କାଟୋନିଭେରେ ତାଙ୍କୁ ‘Companion of the Order […]

୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି

୧୦ ରାଜ୍ୟରେ ନୂଆ ରାଜ୍ୟପାଳ ୧୦ ରାଜ୍ୟରେ ନିଯୁକ୍ତ ହେଲେ ନୂଆ ରାଜ୍ୟପାଳ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୯ ଜଣ ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ପଞ୍ଜାବ […]

ପୁରୀ ମହୋଦଧି କୂଳରେ କଲେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବେଳାଭୂମିରେ ମର୍ଣ୍ଣିଂୱାକ୍ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାଲି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ସକାଳୁ ସୁମଦ୍ର କୂଳରେ ସେ ପ୍ରାତଃ ଭମଣ କରୁଥିବାର […]

ଆଜି ଭୁବନେଶ୍ୱରରେ ପହଞ୍ଚିବେ, କାଲି ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୪ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ୪ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ। କାଲି ସକାଳୁ ବାୟୁସେନାର ସ୍ଵତନ୍ତ୍ର ହେଲିକେପ୍ଟରରେ ପୁରୀ ଯିବେ। […]

୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି […]

‘ପେପର ଲିକ୍‌ର ନିରପେକ୍ଷ ଯାଞ୍ଚ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ’

‘ପେପର ଲିକ୍‌ର ହେବ ନିରପେକ୍ଷ ଯାଞ୍ଚ’ ସଂସଦର ମିଳିତ ଅଧିବେଶନରେ ଆଜି ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ନବନିର୍ବାଚିତ ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇବା ସହ ଜନସେବାର ସୌଭାଗ୍ୟ କମ୍ […]

ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

‘୨୫ କୋଟି ଭାରତୀୟ ଗରିବୀରୁ ମୁକ୍ତ ହୋଇଛନ୍ତି’ ସଂସଦ ଭବନର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସେ ସଂସଦ ଭବନରେ ପହଞ୍ଚିବା ପରେ ଉପରାଷ୍ଟ୍ରପତି ଜଗଦିଶ ଧନଖଡ ଏବଂ […]

ରଥଯାତ୍ରାରେ ପୁରୀ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରଥଯାତ୍ରାକୁ ଆସିବେ ରାଷ୍ଟ୍ରପତି ରଥଯାତ୍ରାରେ ପୁରୀ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୬ ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ଏହି ସମୟରେ ରାଷ୍ଟ୍ରପତିଙ୍କର ପୁରୀ  ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ […]

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି ଭାବେ ଶପଥ ନେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଛନ୍ତି […]

୬୬ ବର୍ଷରେ ପାଦ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

HAPPY BIRTHDAY ମାଡାମ ପ୍ରେସିଡେଣ୍ଟ ୬୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଇରଙ୍ଗପୁରରୁ ରାଇସିନା ହିଲରେ ପହଂଚି ଦେଶର ମହିଳାଙ୍କ ପାଇଁ ସେ ପାଲଟିଛନ୍ତି ଉଦାହରଣ । ଦେଶର ପ୍ରଥମ […]

କେନ୍ଦ୍ର କ୍ୟାବିନେଟର ସୁପାରିଶ କ୍ରମେ ଲୋକସଭା ଭଙ୍ଗ

ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି ତୃତୀୟ ପାଳିରେ ସରକାର ଗଢିବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଜନତା ପାର୍ଟି । ଲୋକସଭା ଭଙ୍ଗ କରିବା ପାଇଁ କେନ୍ଦ୍ର କ୍ୟାବିନେଟର ସୁପାରିଶ । ତେବେ ରାଷ୍ଟ୍ରପତି ଦ୍ରୌପଦୀ […]