ଦେଶ ପୁଣି ଆଉ ଜଣେ ଓଡ଼ିଆଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ Editor November 3, 2023 0 ମନୋରଞ୍ଜନ ମିଶ୍ର ହେଲେ RBI କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାରତୀୟ ରିଜର୍ଭ ବ୍ୟାଙ୍କରେ ଆଉ ଜଣେ ଓଡ଼ିଆଙ୍କୁ ମିଳିଲା ବଡ଼ ଦାୟିତ୍ବ । ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ମନୋରଞ୍ଜନ ମିଶ୍ର । […]