ଗୋପାଳପୁର ଗଣ ଦୁଷ୍କର୍ମ ମାମଲା, ୩ ଦିନିଆ ରିମାଣ୍ଡରେ ୬ ଅଭିଯୁକ୍ତ ରିମାଣ୍ଡରେ ଯିବେ ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ୬ ଅଭିଯୁକ୍ତ । ୩ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ । […]