୬ଟି ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଲୋକସଭା ନିର୍ବାଚନ ପୂର୍ବରୁ ୟୁପି-ବିହାର ସମେତ ୬ଟି ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ। ଏହି ରାଜ୍ୟଗୁଡିକରେ ମୁକ୍ତ, ନିରପେକ୍ଷ ଏବଂ ସ୍ଵଚ୍ଛ […]