ଜରରୁ ଉପସମ ପାଇଁ ଅଣସର ଘରେ ଚାଲିଛି ଶ୍ରୀଜିଉଙ୍କ ଗୁପ୍ତସେବା । ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବାୟତ । ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀଅଙ୍ଗରେ ଲାଗି ହୋଇଛି ଫୁଲୁରୀ ତେଲ । ପୂର୍ବ […]