ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା

‘ଚାବି ହଜିବାଠାରୁ ଡୁପ୍ଲିକେଟ ଚାବି, ଅଧିକ ଗମ୍ଭୀର ବିଷୟ’ ଏଥର ଅଧିକ ଆଗ୍ରେସିଭ୍‌ ମୁଡ୍‌ରେ ମୋଦି । ଫୁଲବାଣୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୋରଦାର ଭାଷଣ । ମହାପ୍ରଭୁ ଜଗନ୍ନାଥ ଓ ରତ୍ନଭଣ୍ଡାର କଥା […]

ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି

ଶ୍ରୀମନ୍ଦିରରେ ୪ଘଣ୍ଟା ସାଦାରଣ ଦର୍ଶନ ବନ୍ଦ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜି ଅନୁଷ୍ଠିତ ହେବ ପଇତାଲାଗି ନୀତି। ଶ୍ରୀମନ୍ଦିର ନୀତି ଓ ପରମ୍ପରା ମୁତାବକ ଏହି ନୀତି ଅନୁଷ୍ଠିତ ହେବ। ମଧ୍ୟାନ୍ନଧୂପ ପରେ ଦ୍ୱିତୀୟ ଭୋଗମଣ୍ଡପ […]

ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପ୍ରୟାସ

ଅଣହିନ୍ଦୁଙ୍କୁ ଜଗିବେ ସେବାୟତ ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସ ଆରମ୍ଭ କରିଛି। ଶ୍ରୀମନ୍ଦିରର ସିଂହଦ୍ୱାରରେ ପ୍ରତିହାରୀ ସେବକଙ୍କୁ ମୁତୟନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲିଠାରୁ ସକାଳେ ଓ ସଂଧ୍ୟା […]

ମହାପ୍ରଭୁଙ୍କ ବନକଲାଗି ନୀତି

ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହୁଏ । ସନ୍ଧ୍ୟା ୬ରୁ […]

ଆଇଏଏସ୍ ଅଫିସର ଭି ଭି ଯାଦବ ହେଲେ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ

ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ ଅଫିସର ବୀର ବିକ୍ରମ ଯାଦବ ହେଇଛନ୍ତି ଶ୍ରୀମନ୍ଦିରର ପ୍ରଶାସନର ମୁଖ୍ୟ ପ୍ରଶାସକ । ରାଜ୍ୟ ସରକାର ତାଙ୍କୁ ବର୍ତ୍ତମାନର ଦାୟିତ୍ୱ […]

ଶ୍ରୀମନ୍ଦିରରେ ପୁଣି ବିଦେଶୀ

ବିଦେଶୀଙ୍କ ଶ୍ରୀମନ୍ଦିରରେ ପଶିବାକୁ ଉଦ୍ୟମ, ଅଟକାଇବାରୁ ପୋଲିସକୁ ଆକ୍ରମଣ ନିଶାସକ୍ତ ବିଦେଶୀ ପର୍ଯ୍ୟଟକ ଶ୍ରୀମନ୍ଦିରରେ ପଶିବାକୁ ଉଦ୍ୟମ କରୁଥିଲେ। ବିରୋଧ କରିବାରୁ ପୁଲିସ୍‌ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଦୁଇ ଜଣ ପୁଲିସ୍‌ କର୍ମଚାରୀ […]

ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି

ଶ୍ରୀମନ୍ଦିର ଭିତରକୁ ମହିଳା ବିଦେଶୀ ପର୍ଯ୍ୟଟକ ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି। ଶ୍ରୀମନ୍ଦିର ଭିତରକୁ ମହିଳା ବିଦେଶୀ ପର୍ଯ୍ୟଟକ ପ୍ରବେଶ କରିଥିବା ଅଭିଯୋଗ। ଅଣହିନ୍ଦୁ ମହିଳା ବିଦେଶୀ ପର୍ଯ୍ୟଟକ ବାଇଶିପାହାଚ ଦେଇ ଯାଉଥିବା […]

ଆଜିଠୁ ଶ୍ରୀମନ୍ଦିରରେ ଦୋଳ ଉତ୍ସବ ଆରମ୍ଭ

ଚାଚେରୀ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଆଜି ପବିତ୍ର ଫଗୁ ଦଶମୀ। ଶ୍ରୀମନ୍ଦିରରେ ଏ ନେଇ ଆଜି ଠାରୁ ଦୋଳୋତ୍ସବର ଅୟମାରମ୍ଭ। ଫାଲଗୁନ ଶୁକ୍ଳ ଦଶମୀଠାରୁ ଆରମ୍ଭ ଏହି ପର୍ବ ଦୋଳ ପୂର୍ଣ୍ଣିମାରେ ଶେଷ […]

ରଥଯାତ୍ରା ବେଳେ ହୋଇପାରେ ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚ

‘ରଥଯାତ୍ରାରେ ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚ’ ରଥଯାତ୍ରା ବେଳେ ହୋଇପାରେ ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚ । ତଦାରଖ କମିଟିର ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଜଷ୍ଟିସ ଅରିଜିତ ପଶାୟତ । ରଥଯାତ୍ରା ବେଳେ ଠାକୁର ନଥିବାରୁ […]

ଶ୍ରୀମନ୍ଦିର ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ଖସିଲା ପଥର

ବଡ଼ଦେଉଳରୁ ଖସିଲା ପଥର ବଡ଼ଦେଉଳରୁ ଖସିଲା ପଥର । ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ପଥର ଖସିଥିବା ସୂଚନା । ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସି ଏକାଦଶୀ […]

ସିଂହଦ୍ୱାରରେ ଅଧିକ ସୁରକ୍ଷାକର୍ମୀ ମୁତୟନ

ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ପରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ପରେ ବଢ଼ିଛି ସୁରକ୍ଷା ବ୍ୟବସ୍ଥା। ଆଜି ସିଂହଦ୍ୱାରରେ ଅଧିକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏହାସହ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। […]