ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି

ଲକ୍ଷ୍ମୀଙ୍କ ପରଷା ନୁହେଁ, ଯଶୋଦାଙ୍କ ହାତରୁ ଖାଇବେ ଶ୍ରୀଜିଉ ଆଜି ଧନୁ ସଂକ୍ରାନ୍ତିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଏହି ନୀତି ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲିବ । ପରମ୍ପରା […]

ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ହେବନି ରାତ୍ର ପହୁଡ଼

ଡିସେମ୍ବର ୩୧ରେ ହେବନି ଶ୍ରୀଜିଉଙ୍କ ରାତ୍ର ପହୁଡ଼ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ହେବନି ରାତ୍ର ପହୁଡ଼ । ଶ୍ରୀମନ୍ଦିର ନୀତି ଅନୁସାରେ ମହାବିଷୁବ ସଂକ୍ରାନ୍ତିରେ ଓଡ଼ିଆଙ୍କ ନୂଆବର୍ଷ ଆସେ । କିନ୍ତୁ ଇଂରାଜୀ ନୂଆବର୍ଷରେ […]

ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣିମା

ଆଜି ସାରା ରାତି କରିପାରିବେ ଶ୍ରୀଜିଉଙ୍କ ଦର୍ଶନ ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣିମା । ଆସନ୍ତାକାଲି କାର୍ତ୍ତିକ ମାସ ପଞ୍ଚୁକ ବ୍ରତର ଅନ୍ତିମ ଦିନ। ସୋମବାର ଶ୍ରୀମନ୍ଦିରରେ ଶ୍ରୀଜିଉମାନେ ରାଜ ରାଜେଶ୍ୱର ବେଶରେ ଭକ୍ତଙ୍କୁ […]

କଡ଼ାକଡ଼ି ହେବ ଶ୍ରୀମନ୍ଦିରରେ ନିୟମ

ବରାହ ପୁରାଣ ଆଧାରରେ ଶ୍ରୀମନ୍ଦିରରେ ପାନ ଓ ଗୁଟଖା ନିଷେଧ ଶ୍ରୀମନ୍ଦିରରେ ପାନ ଓ ଗୁଟଖା ହେବ ନିଷେଧ । ଭକ୍ତ କି ସେବାୟତ କେହି ପାନ ଓ ଗୁଟଖା ସେବନ କରି ଶ୍ରୀମନ୍ଦିରକୁ […]

ଏଏସଆଇକୁ ଲେଜର ସ୍କାନିଂ ପାଇଁ ମିଳିଲା ଅନୁମତି

ରତ୍ନଭଣ୍ଡାରର ହେବ ଲେଜର ସ୍କାନିଂ ଶ୍ରୀମନ୍ଦିରର ରତ୍ନଭଣ୍ଡାରର  ହେବ ଲେଜର ସ୍କାନିଂ । ଏନେଇ ଏଏସଆଇକୁ ଅନୁମତି ଦିଆଯାଇଛି । ପରିଚାଳନା ବୈଠକ ଶେଷ ହେବା ପରେ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ […]

ଶ୍ରୀମନ୍ଦିରରେ ପୁଣି ଆଦାୟ ହେବ ମାହାଲ

ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ପାରମାଣିକ ଦର୍ଶନ ପୁରୀ ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ […]

ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି

ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ଆସନ୍ତାକାଲି ବା ବୁଧବାର ଶ୍ରୀମନ୍ଦିରରେ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ବନକଲାଗି ନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ […]

ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଲାଗି ହେବ ବନକ

ଆଜି ହେବ ବନକଲାଗି ନୀତି ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଅନୁଷ୍ଠିତ ହେବ ବନକଲାଗି ନୀତି । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଏବଂ ଦତ୍ତ ମହାପାତ୍ର ନିଯୋଗ ସହ ଆଲୋଚନା ପରେ ବିବାଦର ସମାଧାନ […]

ସୁନାରେ ସଜେଇ ହେବେ ସୁନାଦିଅଁ

ଆଜି ମହାପ୍ରଭୁଙ୍କ ରାଜରାଜେଶ୍ବେର ବେଶ ବା ସୁନାବେଶ । ମହଣ ମହଣ ସୁନାରେ ସୁସଜ୍ଜିତ ହେବେ ମହାବାହୁ ।  ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ସୁନା ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ବୁଧବାର ଶୃଙ୍ଖଳିତ […]

ନବଯୌବନ ବେଶରେ ଆଖି ଲାଖିଗଲା

ସରିଲା ନବଯୌବନ ଦର୍ଶନ । ଅନବସର ଗୁପ୍ତନୀତି ଶେଷ ହେବା ପରେ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ । ୩ ଘଣ୍ଟା ଦର୍ଶନ ବ୍ୟବସ୍ଥା ରହିଥିଲା । ଆଜି ସକାଳ ୮ଟାରୁ […]

ଅନବସର ଶେଷ ଦିନରେ ସଜେଇ ହେଉଛନ୍ତି ମହାପ୍ରଭୁ

ଆଜି ମହାପ୍ରଭୁଙ୍କ ଅନବସରରେ ଅନ୍ତିମ ଦିନ । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । କାଲି ନବଯୌବନ ରୂପରେ ଭକ୍ତଙ୍କୁ […]