ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ଚିଠି

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି । ସମ୍ବଲପୁର ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ବିଚାର କରିବାକୁ ଅନୁରୋଧ। ସାବରମତୀ, କାଶୀ ଓ […]

ସୁନାବେଶ ପାଇଁ ସ୍ୱତନ୍ତ୍ର ଟ୍ରେନ୍

ସୁନାବେଶ ପାଇଁ ପୁରୀକୁ ଆସିବ ୪୩ଟି ସ୍ୱତନ୍ତ୍ର ଟ୍ରେନ୍ ରଥଯାତ୍ରା ପାଇଁ ପୁରୀ ଶ୍ରୀକ୍ଷେତ୍ରକୁ ଛୁଟୁଛି ଭକ୍ତଙ୍କ ଭିଡ । କାହିଁ କେଉଁ ଦୁରଦୁରାନ୍ତରରୁ ଶ୍ରୀକ୍ଷେତ୍ରକୁ ଛୁଟିଆସୁଛନ୍ତି ଶ୍ରଦ୍ଧାଳୁ । କାଳିଆକୁ ଦେଖିବା ପାଇଁ […]

ପୁଣି ରଥରେ ଚଢିଲେ ଅଣସେବାୟତ

ରଥ ଉପରୁ ଅଣସେବାୟତଙ୍କୁ ବାହାର କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥରେ ଚଢିଲେ ଅଣସେବାୟତ । ଦେବୀ ସୁଭଦ୍ରାଙ୍କ ରଥରେ ଦୁଇ ଅଣ ସେବାୟତ ଚଢିଲେ । ସେବାୟତ ବେଶରେ ଦୁଇ ଜଣ ବ୍ୟକ୍ତି […]

ଏକ୍ସରେ ସର୍ବାଧିକ ଅନୁଗାମୀ ଥିବା ନେତା ହେଲେ ମୋଦୀ

ଏକ୍ସରେ ୧୦ କୋଟି ଟପିଲା ମୋଦୀଙ୍କ ଫଲୋଅର୍ସ ସୋସିଆଲ ମିଡିଆ ଏକ୍ସରେ ସର୍ବାଧିକ ଅନୁଗାମୀ ଥିବା ନେତା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତାଙ୍କ ଅନୁଗାମୀଙ୍କ ସଂଖ୍ୟା ୧୦ କୋଟିରୁ ଅଧିକ ହୋଇଛି। ଗତ […]

ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଶୁଣାଣି ଲୋକଙ୍କ ପାଇଁ ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ […]

ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ

ଜନ୍ମବେଦୀ ଛାଡ଼ି ବହୁଡ଼ିବେ ଶ୍ରୀଜିଉ ସରିଲା ଜନ୍ମବେଦୀରେ ଲୀଳାଖେଳା । ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ […]

ଲୋକସଭାରେ କଂଗ୍ରେସର ଉପ ନେତା ହେଲେ ଗୌରବ ଗୋଗଇ

ଗୌରବ ଗୋଗଇ ଲୋକସଭାରେ କଂଗ୍ରେସର ଉପ ନେତା କଂଗ୍ରେସ ସାଂସଦ ଗୌରବ ଗୋଗଇଙ୍କୁ ଦଳ ତରଫରୁ ଲୋକସଭାର ଉପନେତା ଭାବେ ନିର୍ବାଚିତ କରାଯାଇଛି । ଏନେଇ ଦଳ ତରଫରୁ ଏକ ଚିଠି ଲୋକସଭାର ବାଚସ୍ପତି […]

ନିର୍ବାଚନ ରାଲିରେ ଭାଷଣ ଦେବା ବେଳେ ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ

ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ। ପେନସିଲଭାନିଆରେ ଚାଲିଥିବା ଏକ ନିର୍ବାଚନ ରାଲିରେ ଭାଷଣ ଦେବା ବେଳେ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ ହୋଇଥିଲା। ତେବେ ଗୁଳିଟି ଟ୍ରମ୍ପଙ୍କ କାନରେ […]

ଚାବିରେ ଖୋଲିଲାନି ତାଲା ଭଙ୍ଗାଗଲା

ତାଲା ଭାଙ୍ଗି ଭିତର ରତ୍ନଭଣ୍ତାର ଖୋଲାଗଲା ତାଲା ଭାଙ୍ଗି ଭିତର ରତ୍ନଭଣ୍ତାର ଖୋଲାଗଲା । ଏନେଇ ସୂଚନା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଭିତର ରତ୍ନଭଣ୍ଡାର ତାଲା ଚାବିରେ ଖୋଲିପାରିଲା ନାହିଁ […]

ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର

ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର । ୫ ଦଶନ୍ଧି ପ୍ରତୀକ୍ଷାର ଘଟିଲା ଅନ୍ତ । ଯାହା ଜାଣିବାକୁ ଅନେଇ ବସିଛନ୍ତି ହଜାର ହଜାର ଜଗନ୍ନାଥ ପ୍ରେମୀ, ଆଜି ସେହି ଦିନ […]

ଦିନ ୧ଟା ପରେ ରତ୍ନଭଣ୍ଡାର ଖୋଲାଯିବ

ରାତି ପାହିଲେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଦୀର୍ଘ ପ୍ରତୀକ୍ଷାର ଅନ୍ତ । ରାତି ପାହିଲେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଆସନ୍ତାକାଲି ଖୋଲାଯିବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ଦେଇଛନ୍ତି । […]